ଅପ୍ରେଲ ୨୬ ତାରିଖ, ସୋମବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ
ଅପ୍ରେଲ ୨୬ ତାରିଖ, ସୋମବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ
ମେଷ- ଧନ-ସମ୍ପଦ ବୃଦ୍ଧିର ସୂଚନା ମିଳୁଛି । ବହୁ ମୂଲ୍ୟବାନ ଦ୍ରବ୍ୟ ଲାଭ ହେବ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତ ହେବେ ।
• କର୍ମଜୀବି- କାର୍ଯ୍ୟବ୍ୟସ୍ତ ରହିବେ ।
• ବ୍ୟବସାୟୀ- ଅର୍ଥ ଲାଭହେବ ।
• ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
• ରୋଗୀ- ଆଜିକିଛି ଦିନ ସତର୍କରୁହନ୍ତୁ । ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
ବୃଷ-ବିଭିନ୍ନ ସ୍ତରରୁ ଅର୍ଥ ପ୍ରାପ୍ତ ହେବ । ସୁଯୋଗ ସୃଷ୍ଟି ହୋଇଛି । କୁଳ-ବଂଶର ସମ୍ମାନ ରକ୍ଷା କରିବେ । ମନ ପ୍ରସନ୍ନରହିବ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ ।
• ଚାଷୀ- ଜଳବାୟୁ ବିଭାଗ ସହ ଯୋଗାଯୋଗ ରଖନ୍ତୁ ।
• ରୋଗୀ- ଅସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ସଫଳତା ହାତ ଛଡା ହୋଇଯିବ ।
• ଗୃହିଣୀ- ସୁଖ ଅନୁଭବ କରିବେ ।
ମିଥୁନ-ବିବାଦୀୟ ଘଟଣାରେ ବିଜୟୀ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ଦିନଟି ଭୋଗ ବିଳାସରେ ଅତିବାହିତକରିପାରନ୍ତି । ସୁଖ-ସମୃଦ୍ଧି ପୂର୍ଣ୍ଣ ଜୀବନ ଯାପନ କରିବେ ।
• ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
• ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
• କର୍ମଜୀବି- ସହଯୋଗ ମିଳିବ ।
• ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
• ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।
କର୍କଟ- ଜମିବାଡି ବିବାଦରେ ଜଡିତ ହୋଇ ପାରନ୍ତି । ସାମାନ୍ୟ ଅସୁସ୍ଥ ଅନୁଭବ କରିବେ । ସ୍ୱାଭିମାନୀ ହେବେ । ଅଷ୍ଟମ ଚନ୍ଦ୍ରଭୋଗ ହେଉଥିବାରୁ ସତର୍କରେ ଚଳିବେ ।
• ଚାଷୀ- ଉତ୍ତମବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
• କର୍ମଜୀବି- କାର୍ଯ୍ୟବ୍ୟସ୍ତ ରହିବେ ।
• ବ୍ୟବସାୟୀ- ସଫଳତା ମିଳିବ ।
• ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।
ସିଂହ-କର୍ମ କ୍ଷେତ୍ର ଏପରି ସୁଗମ ହେବ ଯେ, ଇଚ୍ଛା ଅନୁସାରେ ଫଳ ପ୍ରାପ୍ତ ହେବ । ଆମୋଦ ପ୍ରମୋଦରେ ଦିନଟି ଅତିବାହିତ ହେବ । ବ୍ୟବସାୟ ଲାଭଜନକ ହେବ ।
• ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଛାତ୍ରଛାତ୍ରୀ- ଅନ୍ଲାଇନ୍ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି- କର୍ମକ୍ଷେତ୍ରରେ ଉନ୍ନତି ମିଳିବ ।
• ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
କନ୍ୟା- ନିଜ ଉପରେ ଯେପରି ଚାପ ନ ପଡିବସେଥି ପାଇଁ ଚେଷ୍ଟା କରିବେ । ଆତ୍ମ ବଡିମା ଦେଖାଇ ପାରନ୍ତି । ଚାକିରିରେ ସୁନାମ ଅର୍ଜନ କରିବେ ।
• ଚାଷୀ- ପୋଖରୀ/ଗାଢିଆ କରି ଜଳସଞ୍ଚୟ କରନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
• କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
• ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ତୁଳା- ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ ।
• ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ଅର୍ଥ ହାନୀହେବ ।
• ଗୃହିଣୀ- ସୁଖ ଅନୁଭବ କରିବେ ।
ବିଛା-ସୁ-ସମ୍ବାଦ ପାଇ ଖୁସି ହେବେ । ଉଦାର ସ୍ୱଭାବର ହେବେ । ଦାନ ଧର୍ମରେ ଦୀକ୍ଷିତ ହୋଇପାରନ୍ତି । ଉତ୍ତମବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ସ୍ୱାସ୍ଥ୍ୟ ଭଲ ରହିବ ।
• ଚାଷୀ- ଜଳସଞ୍ଚୟ କରନ୍ତୁ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
• କର୍ମଜୀବି- କାର୍ଯ୍ୟତତ୍ପର ରହିବେ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ସୁଖ ଅନୁଭବ କରିବେ ।
• ରୋଗୀ- ବ୍ୟାୟାମ୍ କରିବାଉଚିତ୍ ।
ଧନୁ- କାର୍ଯ୍ୟରେ ସଫଳତା ଲାଭ କରିବେ । ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହୋଇପାରନ୍ତି । ମେଳାପୀ ପ୍ରକୃତିରହେବେ । ବିବାଦ ଓ ପ୍ରତିଯୋଗିତାରେ ବିଜୟୀ ହେବେ ।
• ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭହେବ ।
• ଗୃହିଣୀ- ପରକୁ ଆପଣାର କରିବେ ।
ମକର-କିଛି ସମସ୍ୟାର ସମ୍ମୁଖୀନ ହେଲେବି ଧନାଗମରେ ବାଧା ଉପୁଜିବ ନାହିଁ । ଭାଗ୍ୟଶାଳୀ ହେବେ । ବ୍ୟକ୍ତି ବିଶେଷ ଭାବେ ନିଜର ପରିଚୟ ସୃଷ୍ଟି କରିବେ ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତରହିବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଚାଷୀ- ଶ୍ରମସାର୍ଥକ ହେବ ।
• ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
• ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
• କର୍ମଜୀବି- ଉନ୍ନତିର ମାର୍ଗମିଳିବ ।
କୁମ୍ଭ- ସୁଖ-ସମ୍ମାନ ଲାଭ କରିପାରନ୍ତି । ରୁଚିୁକର ଭୋଜନରେ ଆପ୍ୟାୟିତ ହେବେ । ମୋକଦ୍ଦମାରେ ରାୟ ଆପଣଙ୍କ ସପକ୍ଷରେ ଯିବ । ଐଶ୍ୱର୍ଯ୍ୟ ଯୁକ୍ତ ହେବେ ।
• ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି- ସହଯୋଗ ମିଳିବ ।
• ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
• ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।
ମୀନ- ଘାତ ଚନ୍ଦ୍ର ଭୋଗ ହେଉଥିବାରୁ ସମସ୍ୟା କୁଜଗିଚଳିବାକୁ ପଡିବ । ଥଣ୍ଡାକଫରେ ପୀଡିତ ହୋଇ ପାରନ୍ତି । ସାମୟିକ ଭାବେ ନିରୋଳାରେ କାର୍ଯ୍ୟ କରିବାକୁ ଇଚ୍ଛା କରିବେ ।
• ରୋଗୀ- ସୁସ୍ଥ ଅନୁଭବ କରିବେ ।
• ଚାଷୀ- ଜୈବିକସାର ମାଟିରେ ବ୍ୟବହାର ଉଚିତ୍ ।
• ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
• କର୍ମଜୀବି- ସୁରୁଖୁରୁରେକାର୍ଯ୍ୟ କରିବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ସୁଖୀହେବେ ।


0 Comments:
Post a Comment
Subscribe to Post Comments [Atom]
<< Home